Masthead

ଅସହାୟଙ୍କ ବନ୍ଧୁ

ପିପିଲି(ବଡ଼ ଖବର ବ୍ୟୁରୋ): ଅସହାୟଙ୍କୁ ସାହାଯ୍ୟ କରିବା ପାଇଁ ଅଣ୍ଟା ଭିଡିଛି ଅଚ୍ୟୁତ ଟ୍ରଷ୍ଟ । ଟ୍ରଷ୍ଟ ପକ୍ଷରୁ ପିପିଲିର ପ୍ରବେଶ ପଥର ଉତ୍ତରା ସ୍ଥିତ ପୂବ ପଞ୍ଚାୟତର ଶବର ସାହିର ଅସହାୟଙ୍କ ସମସ୍ୟା ବୁଝିଥିଲେ ଟ୍ରଷ୍ଟର ସଦସ୍ୟମାନେ । ଅସହାୟଙ୍କୁ ଦେଇଥିଲେ ରନ୍ଧାଖାଦ୍ୟ । ଟ୍ରଷ୍ଟର ସଦସ୍ୟମାନେ ଅସହାୟଙ୍କ ସହ ମିଶି ଖାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା