Masthead

ନିଆଁରେ ପୋଡି ମହିଳା ଗୁରୁତର

ତେଲକୋଇ(ବଡ଼ ଖବର ବ୍ୟୁରୋ): ତେଲକୋଇ ରେଞ୍ଜ କରଦାଙ୍ଗି ଗାଁ ଧାନଜମିରେ ଥିବା ମଞ୍ଚରେ ଲାଗିଥିଲା ନିଆଁ । ନିଆଁରେ ପୋଡିହୋଇ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳାଙ୍କ ନାମ ମୁଖିଆଣି ନାୟକ । ଗତକାଲି ରାତିରେ ମୁଖିଆଣି ଓ ତାଙ୍କ ସ୍ୱାମୀ ବନ୍ୟଜନ୍ତୁଙ୍କ କବଳରୁ ଫସଲକୁ ରକ୍ଷା କରିବା ପାଇଁ ମଞ୍ଚା ରେ ଶୋଇଥିଲେ । ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ଲଗାଇଥିଲେ । ବିଳମ୍ବିତ ରାତିରେ ମୁଖିଆଣି ନିଆଁ ପାଖରେ ଶୋଇଥିଲେ । ଅଜାଣାତରେ ତାଙ୍କ ଶାଢୀରେ ନିଆଁ ଲାଗିଯାଇଥିଲା । ତାଙ୍କ ଶରୀରର ୮୦ଭାଗ ପୋଡି ଯାଇଥିଲା । ସଙ୍ଗେ ସଙ୍ଗେ ତାଙ୍କୁ ତେଲକୋଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ