Masthead

କର ବା ମର ସ୍ଥିତିରେ ଭାରତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଥମ ଦିନିକିଆ ହାରିବା ପରେ ସଙ୍କଟରେ ଭାରତ । ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଅଷ୍ଟ୍ରେଲିଆ ୧-୦ରେ ଆଗୁଆ ରହିଛି । ରବିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚରେ ବିଜୟ ହୋଇ ସିରିଜକୁ ଫେରିବା ଲକ୍ଷ୍ୟରେ ରହିବ ବିରାଟ ବାହିନୀ । ଦଳ ଯଦି ପରାଜୟ ବରଣ କରେ ତେବେ ସିରିଜ ହାତରୁ ଖସିଯିବ ।
ପ୍ରଥମ ମ୍ୟାଚରେ ଭାରତର ବୋଲିଂ ପ୍ରଦର୍ଶନ ଭଲ ନ ଥିଲା । ପାଞ୍ଚ ଜଣ ବୋଲରଙ୍କୁ ନେଇ ମଇଦାନକୁ ଓହ୍ଲାଇଥିବା ବିରାଟ ବାହିନୀ ହାତରେ ବିକଳ୍ପ ବୋଲର ନ ଥିବା ହାରିବାର ମୁଖ୍ୟ କାରଣ ବୋଲି କ୍ରିକେଟ ବିଶେଷଜ୍ଞମାନେ ମତ ଦେଇଛନ୍ତି । ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବୋଲିଂ ନ କରିବା ଦଳର ବୋଲିଂକୁ ପ୍ରଭାବିତ କରିଥିବା ମଧ୍ୟ ପ୍ରଶଂସକମାନେ ମତ ରଖିଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ