ବିଜେଡିରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ବିରୋଧରେ କରୁଥିଲେ ଷଡଯନ୍ତ୍ର । ଏବେ ଦଳରୁ ହୋଇଛନ୍ତି ବହିଷ୍କୃତ । ଗୋପାଳପୁର ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କାର କରାଯାଇଛି । ଦଳର ନୀତିନିୟମକୁ ଜଳାଞ୍ଜଳି ଦେଇ ସେ ଜନ ବିରୋଧୀ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଆସୁଥିଲା । ଦଳ ପକ୍ଷରୁ ଅଭିଯୋଗର ସମୀକ୍ଷା କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡିରୁ ବହିଷ୍କୃତ କରିଛନ୍ତି । ଏପରିକି ତାଙ୍କୁ ଦଳର ପ୍ରାଥମିକ ସଦସ୍ୟରୁ ପଦରୁ ମଧ୍ୟ ବହିଷ୍କାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’