Masthead

ରକ୍ତଦାନ ଶିବିର

ରାଜକନିକା(ବଡ଼ ଖବର ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ କରୋନା ମହାମାରୀ ପାଇଁ ସବୁଆଡେ ଭୟ ଓ ଆତଙ୍କ ଦେଖାଦେଇଛି । ରୋଗୀମାନଙ୍କ ରକ୍ତର ଆବଶ୍ୟକତା ପୂରଣ ହେବା ସମ୍ଭବ ହେଉନାହିଁ । ଏହି ପରିପ୍ରେକ୍ଷିରେ ରାଜକନିକାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନଗୁଡିକ ଅଣ୍ଟା ଭିଡିଛନ୍ତି । ରକ୍ତଦାନ ଶିବିର ମାଧ୍ୟମରେ ଗାଁ ଗହଳିରୁ ରକ୍ତ ସଂଗ୍ରହ କରି ଏହି ଅଭାବ ପୂରଣ କରାଇବାକୁ ରାଜକନିକା ସେବାସାହି ଗାଁରେ ଆଜି ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ କନିକା ତହସିଲଦାର ଉଦଘାଟନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ