Masthead

ଶୋଷଣରେ ଆଇଓସିଏଲର ଶ୍ରମିକ

ପାରାଦୀପ(ବଡ଼ ଖବର ବ୍ୟୁରୋ): ଆଇଓସିଏଲର କିଛି ଅଫିସର ଓ ଠିକାଦାରଙ୍କ ଏକଚାଟିଆ କାରବାର ଯୋଗୁଁ ଶୋଷଣ ହେଉଛନ୍ତି ଶ୍ରମିକ । ଶ୍ରମିକମାନଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ଯୋଗାଇ ଦିଆଯାଉନାହିଁ ।କମ୍ପାନୀ କର୍ତ୍ତୃପକ୍ଷ ମଧ୍ୟ ଲିଖିତ ଚୁକ୍ତିନାମାକୁ ପୂରଣ କରୁନାହାନ୍ତି । ଏହାକୁ ବିରୋଧ କରିଛି ପାରାଦୀପ ଏରସମା ଇଣ୍ଡଷ୍ଟ୍ରିଆଲ ୱାକର୍ସ ୟୁନିୟନ । ଆସନ୍ତାକାଲି ଠାରୁ କଳାପତକା ପଦର୍ଶନ କରିବେ ଶ୍ରମିକ । କମ୍ପାନୀର ପୁରୁଣା ଶ୍ରମିକ ବିଭିନ୍ନ ଦାବି ନେଇ କମ୍ପାନୀର କର୍ତ୍ତୃପକ୍ଷଙ୍କୁ ଲିଖିତ ପ୍ରତିଶ୍ରୁତି ଦେଇଥିଲେ । ଯାହା ପାଳନ କରାଯାଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ