Masthead

ପ୍ରଦୀପ ପାଣିଗ୍ରାହୀଙ୍କ ଗିରଫ ଦାବି କଲା ବିଜେପି

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ ହେବା ପରେ ତାଙ୍କ ଗିରଫ ଦାବି ଜୋର ଧରିଛି । ଗଞ୍ଜାମ ଜିଲ୍ଲା ବିଜେପି ପ୍ରଦୀପଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି । ଚିଟଫଣ୍ଡ, ଜମି ଦୁର୍ନୀତି, ଚାକିରି ଦେବା ନାରେ ଠକେଇ ଭଳି ଅଭିଯୋଗ ଆଣି ବିଜେପି ଆଜି ବ୍ରହ୍ମପୁର ଏସପି ଅଫିସ ଆଗରେ ଧାରଣା ଦେଇଥିଲା । ବିଧାୟକଙ୍କୁ ତୁରନ୍ତ ଗିରଫ କରିବାକୁ ବିଜେପି ନେତାମାନେ ଦାବି କରିଥିଲେ । ପରେ ଦଳ ପକ୍ଷରୁ ଏସପିଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ