Masthead

ନକଲି ଘିଅ କାରଖାନା ଠାବ

କଟକ(ବଡ଼ ଖବର ବ୍ୟୁରୋ): କଟକ ୪୨ମୌଜାର ଶ୍ରୀରାମପୁର ବଜାରରେ ଏକ ନକଲି ଘିଅ କାରଖାନା ଠାବ କରିଛି ପୋଲିସ । ଏହି କାରଖାନାରେ ଚଢଉ କରି ପୋଲିସ ଲକ୍ଷାଧ୍ଚଳ ଟଙ୍କାର ନକଲି ଘିଅ, ଘିଅ ତିଆରି ସାମଗ୍ରୀ ଜବତ କରିଛି । ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରିବା ସହ ତଦନ୍ତ ଜୋରଦାର କରିଛି । କିଛିଦିନ ଧରି ପୋଲିସ ଜଗତପୁର, ବିଦ୍ୟାଧରପୁର ଓ ଚୌଦ୍ୱାର ଅଞ୍ଚଳରେ ଚାଲିଥିବା ନକଲି ଖାଦ୍ୟ ସାମଗ୍ରୀ କାରଖାନାରେ ଚଢଉ କରିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ