Masthead

କାର୍ତ୍ତିକ ପୂର୍ଣ୍ଣିମା

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡିଆ ପରମ୍ପରା ଓ ସଂସ୍କୃତି ଅନୁଯାୟୀ ଆଜି ପ୍ରତ୍ୟୁଷରେ ଲୋକେ ବିଭିନ୍ନ ନଦୀ ଓ ଜଳାଶୟରେ ଭସାଇଥିଲେ ଡଙ୍ଗା । ଆଉ ଶେଷ କରିଥିଲେ କାର୍ତ୍ତିକ ବ୍ରତ । ବାଲେଶ୍ୱର ଜିଲ୍ଲାର ବିଶେଷ କରି ବାଲିଘାଟ, ମିର୍ଜା ପୋଖରୀ, ଗୋଳା ପୋଖରୀରେ ପ୍ରତିବର୍ଷ ଶହ ଶହ ଶ୍ରଦ୍ଧାଳୁ ଡଙ୍ଗା ଭସାଇଥାନ୍ତି । କରୋନା କଟକଣା ପାଇଁ ଏ ବର୍ଷ ଏଭଳି ଦୃଶ୍ୟ ଦେଖିବାକୁ ମିଳିନାହିଁ । ନଦୀଘାଟ ସବୁ ଖାଁ ଖାଁ । କିନ୍ତୁ କିଛି ଭକ୍ତ ନିୟମ ଉଲ୍ଲଘଂନ କରି ସକାଳେ ନିଜ ଘର ପାଖରେ ଥିବା ଗାଡିଆ-ପୋଖରୀରେ ଡଙ୍ଗା ଭସାଇଥିଲେ । ପ୍ରଶାସନ ପକ୍ଷରୁ ସମସ୍ତ ନଦୀଘାଟରେ ବ୍ୟାପକ ପୋଲିସ ଛାଉଣୀ କରାଯାଇଥିଲା । ଲୋକେ ଡଙ୍ଗା ଭସାଇ ନପାରି ଘରକୁ ଫେରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ