Masthead

ରସହୀନ ପୂର୍ଣ୍ଣିମା

ଅନୁଗୋଳ (ବଡ଼ ଖବର ବ୍ୟୁରୋ):କଟକଣା ସତ୍ୱେ କାର୍ତ୍ତିକ ପୂର୍ଣ୍ଣିମାରେ ଅନୁଗୋଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଡଙ୍ଗାଭସା ଅନୁଷ୍ଠିତ ହୋଇଯାଇଛି । ପରେ ଭକ୍ତମାନେ ବିଭିନ୍ନ ଶୈବପୀଠକୁ ଯାଇ ଠାକୁରଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ । ବଅଁରପାଳ ଅର୍ନ୍ତଗତ ବଳରାମ ପୀଠ ଓ ଅନଗୁଳରେ କୋଭିଡ଼ କଟକଣା ଭିତରେ ପାଳିତ ହୋଇଛି କାର୍ତ୍ତିକ ପୂର୍ଣ୍ଣିମା । ଅସ୍ଥାୟୀ ପୋଖରୀରେ ଲୋକେ ଭସାଇଥିଲେ ଡଙ୍ଗା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?