Masthead

ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ

ଭଞ୍ଜନଗର(ବଡ଼ ଖବର ବ୍ୟୁରୋ): କଳିଙ୍ଗା ଘାଟିରେ ସିମେଣ୍ଟ୍ ବୋଝେଇ ଟ୍ରକ ଓଲଟି ପଡିଛି । ଛତିଶଗଡ଼ ରାୟପୁରରୁ ସିମେଣ୍ଟ ବୋଝେଇ କରି ଗାଡ଼ିଟି ଭଞ୍ଜନଗର ଆସୁଥିଲା । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡି ନାହିଁ । ଗାଡ଼ିଟି ଘାଟି ଗଡୁଥିବା ବେଳେ ଚକା ଫାଟିଯାଇଥିବା କିଛି ସ୍ଥାନୀୟ ଲୋକ ସୂଚନା ଦେଇଥିଲେ । ଚାଳକଙ୍କ ଅସାବଧାନତା ଯୋଗୁଁ ଦୁର୍ଘଟଣା ହୋଇଛି ବୋଲି କିଛି ଲୋକ କହିଛନ୍ତି । ଘଟଣାସ୍ଥଳରେ ଭଞ୍ଜନଗର ପୋଲିସ ପହଂଚି ଆହତ ଚାଳକକୁ ମେଡିକାଲରେ ଭର୍ତ୍ତି କରାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼