Masthead

ଚଢିଗଲା ବସ୍

ଦଶରଥପୁର(ବଡ଼ ଖବର ବ୍ୟୁରୋ): ଗ୍ରୀନ ଓଡିଶା ବସ ପ୍ରତିଦିନ ଯାଜପୁର ଷ୍ଟାଣ୍ଡରୁ ବାହାରି ଅଳୁକୁଣ୍ଡ ଯାଇଥାଏ । ଏହି ବସରେ ଘରକୁ ଫେରୁଥିଲେ ରାମଚନ୍ଦ୍ର ମଲ୍ଲିକ । ବୃନ୍ଦାବନପୁର ଗାଁ ଆଖଣ୍ଡଳମଣି ଛକ ନିକଟରେ ସେ ଓହ୍ଲାଇବା ବେଳେ ତଳେ ପଡିଯାଇଥିଲେ । ଅସାବାଧନତାରୁ ବସର ପଛଚକ ତଳେ ପଡିଯାଇଥିଲେ । ତାଙ୍କ ଗୋଡ ଉପରେ ବସଟି ଚଢିଯାଇଥିଲା । ସ୍ଥାନୀୟ ଲୋକଙ୍କ ସହାୟତାରେ ରାମଚନ୍ଦ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଯାଜପୁର ପୋଲିସ ଘଟଣାସ୍ଥଳରେ ପହଂଚିଥିଲା । ବସ ଚାଳକ ଫେରାର ଥିବାବେଳେ ବସକୁ ପୋଲିସ ଅଟକ ରଖି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ