Masthead

ନନ୍ଦନକାନନରେ ଭିଡ ଜମୁଛି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋଭିଡ କଟକଣା ପରେ ଅକ୍ଟୋବର ୪ରୁ ଖୋଲା ଯାଇଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଆଗ ଭଳି ପର୍ଯ୍ୟଟକଙ୍କ ଗହଳି ଦେଖିବାକୁ ମିଳୁନି । ପ୍ରଥମେ ୧ ହଜାର ଲୋକଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିଥିଲା । ଏବେ ଦୈନିକ ୧୫୦୦ ପର୍ଯ୍ୟଟକ ଆସୁଛନ୍ତି । ଛୁଟି ଦିନରେ ୪୦୦୦ରୁ ଅଧିକ ପର୍ଯ୍ୟଟକ ଆସୁଛନ୍ତି । ମାତ୍ର ପର୍ଯ୍ୟଟକମାନେ ଆସି ନିରାଶ ହୋଇ ଫେରୁଛନ୍ତି । ଅନେକ ଖୁଆଡ଼ ଖାଁ ଖାଁ । ଥର୍ମାଲ ସ୍କ୍ରିନିଙ୍ଗ, ସାନିଟାଇଜ ପରେ ନନନ୍ଦନକାନକୁ ଏଣ୍ଟ୍ରି ପାଇଁ ଅନୁମତି ଦିଆଯାଉଛି । ବୋଟିଂ, ୪ଟି ସଫାରି, ପର୍ଯ୍ୟଟଙ୍କ ବୁଲିବା ପାଇଁ ଥିବା ବ୍ୟାଟେରି ଚାଳିତ ଗାଡ଼ି ବନ୍ଦ କରାଯାଇଛି । ଶିଶୁଙ୍କ ପାଇଁ ଟଏ ଟ୍ରେନ ଦୀର୍ଘଦିନ ହେବ ବନ୍ଦ ରହିଛି । ସ୍କୁଲ ବନ୍ଦ ଥିବାବେଳେ ନନ୍ଦନକାନନ ଆସି ଅଭିଭାବକମାନେ ତାଙ୍କ ପିଲାଙ୍କ ମନରେ ଖୁସି ବଦଳରେ ନିରାଶ ଭରିଦେଉଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବିନା ଅନୁମତିରେ ଗଛ କାଟିବା ପଡ଼ିଲା ଭାରି, ନିଲମ୍ବିତ ଫରେଷ୍ଟର 🔴 ୨୨ରୁ ରାଜ୍ୟରେ ପ୍ରବଳ ବର୍ଷା 🔴 ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର ଲିକ୍, ଥାନାରେ ଏତଲା 🔴 ଉତ୍କଳ ୟୁନିଭର୍ସିଟିର ପ୍ରଶ୍ନପତ୍ର ପ୍ରଘଟ,୧୦୦କୁ ୧୦୦ ମେଳ ଖାଇଲା ପ୍ରଶ୍ନପତ୍ର! 🔴 ମମତାଙ୍କୁ ମିଳିଲା ଫୁଟବଲ୍ ଖେଳାଳି ଚିହ୍ନ 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବିନା ଅନୁମତିରେ ଗଛ କାଟିବା ପଡ଼ିଲା ଭାରି, ନିଲମ୍ବିତ ଫରେଷ୍ଟର 🔴 ୨୨ରୁ ରାଜ୍ୟରେ ପ୍ରବଳ ବର୍ଷା 🔴 ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର ଲିକ୍, ଥାନାରେ ଏତଲା 🔴 ଉତ୍କଳ ୟୁନିଭର୍ସିଟିର ପ୍ରଶ୍ନପତ୍ର ପ୍ରଘଟ,୧୦୦କୁ ୧୦୦ ମେଳ ଖାଇଲା ପ୍ରଶ୍ନପତ୍ର! 🔴 ମମତାଙ୍କୁ ମିଳିଲା ଫୁଟବଲ୍ ଖେଳାଳି ଚିହ୍ନ