Masthead

ବାଇକରୁ ବୋମା ପଡି ବିସ୍ଫୋରଣ

ଖଲ୍ଲିକୋଟ (ବଡ଼ ଖବର ବ୍ୟୁରୋ): ବାଇକରୁ ବୋମା ପଡି ବିସ୍ଫୋରଣ । ବିସ୍ଫୋରଣରେ ବାଇକ ଚାଳକ ମୃତ । ଆରୋହୀ ଗୁରୁତର । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ସହରରେ । ଆଜି ସଂନ୍ଧ୍ୟାରେ ଥାଶୁଳା ଗାଁରୁ ଦୁଇଜଣ ଯୁବକ ନିଶାସକ୍ତ ହୋଇ ବାଇକରେ ନିକଟସ୍ଥ ପେଟ୍ରୋଲ ପମ୍ପକୁ ଯାଉଥିଲେ । ନିର୍ମଳଝର ଛକ ନିକଟରେ ବାଇକଟି ଦୁର୍ଘଟଣା ଗସ୍ତ ହୋଇଥିଲା । ସେମାନେ ଧରିଥିବା ବୋମା ତଳେ ପଡି ପ୍ରଚଣ୍ଡ ବିସ୍ଫୋରଣ ହୋଇଥିଲା ।

ଘଟଣାସ୍ଥଳରେ ମଣ୍ଟୁ ମହାରଣାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଈକ ଆରୋହୀ ସିଲୁ ପାହାନ ଗୁରୁତର ହୋଇଥିଲେ । ତାଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ପ୍ରାଥମିକ ଚିକତ୍ସା କରାଯାଇ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଖବର ପାଇ ଗଞ୍ଜାମ ଅତିରିକ୍ତ ଏସପି ଉକ୍ରଳ କେଶରୀ ଦାଶ, ଏସଡିପିଓ ଗୌତମ କିଶାନ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଖଲ୍ଲିକୋଟ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର