Masthead

ସମସ୍ତଙ୍କୁ ମିଳିବନି କରୋନା ଟିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମସ୍ତଙ୍କୁ ଦିଆଯିବନି କରୋନା ଟିକା । ଏକଥା ସ୍ପଷ୍ଠ କରିଛନ୍ତି କେନ୍ଦ୍ର ସରକାର । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ, ଆଇସିଏମଆର ଡିଜି କହିଛନ୍ତି ଦେଶର ସମସ୍ତଙ୍କୁ କରୋନା ଟିକା ଦିଆଯିବ ନାହିଁ । ସମସ୍ତେ ଟିକା ପାଇବେ ବୋଲି ପୂର୍ବରୁ କେନ୍ଦ୍ର ସରକାର କେବେ କହି ନାହାନ୍ତି । ସଂକ୍ରମଣ ଚେନ ଭାଙ୍ଗିବା ପାଇଁ ନିଦ୍ଦିଷ୍ଠ କିଛି ଲୋକଙ୍କୁ ଟିକା ଦିଆଯିବ । ଯଦି ଚେନ ଭାଙ୍ଗିଗଲା ତେବେ ସମସ୍ତଙ୍କୁ ଟିକା ଦେବାର ଆବଶ୍ୟକତା ନାହିଁ । ପୂର୍ବରୁ କେନ୍ଦ୍ର ଓ ରାଜ୍ୟ ସରକାର କହିଥିଲେ ଯେ କରୋନା ଯୋଦ୍ଧାମାନେ ହିଁ ପ୍ରଥମ ପର୍ଯ୍ୟାୟରେ କୋଭିଡ ଟିକା ପାଇବେ । ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ, ପୋଲିସ, ବୟସ୍କ ନାଗରିକଙ୍କୁ ଏହି ତାଲିକାରେ ସାମିଲ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା