Masthead

ଛେଚା ଖାଇଲେ ଲୁଟେରା

ରାଇକିଆ(ବଡ଼ ଖବର ବ୍ୟୁରୋ): ଏଟିଏମ ଲୁଟେରାକୁ କାବୁ କଲେ ଗ୍ରାମବାସୀ । ଉତ୍ତମ ମଧ୍ୟମ ଦେବା ପରେ ପୋଲିସ ହେପାଜତରେ ଦେଇଛନ୍ତି ଗ୍ରାମବାସୀ । କନ୍ଧମାଳ ଜିଲ୍ଲା ପାବୁରିଆ ପଚାଂୟତ ଅଫିସ ସମ୍ମୁଖରେ ଥିବା ଏଟିଏମ ଲୁଟ କରୁଥିବା ଗ୍ରାମବାସୀଙ୍କ ହାବୁଡରେ ପଡିଯାଇଥିଲା ଲୁଟେରା । ଗ୍ୟାସ କଟରରେ କାଟୁଥିବା ବେଳେ ଅଟୋ ଡ୍ରାଇଭରମାନେ ଦେଖିବା ପରେ ଗ୍ରାମବାସୀଙ୍କୁ ଖବର ଦେଇଥିଲେ । ବନ୍ଧା ହୋଇଥିବା ଅଭିଯୁକ୍ତ ହେଲା ଆକାଶ କୁମାର ମଲିକ । ତା ଘର ଖଜୁରୀପଡା ଥାନା ଦୂତିମୁଣ୍ଡା ଗାଁରେ ବୋଲି ଜଣା ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ