Masthead

କୃଷ୍ଣଙ୍କୁ ମିଳୁନି ସହାୟତା

ବଙ୍ଗୋମୁଣ୍ଡା(ବଡ଼ ଖବର ବ୍ୟୁରୋ): ବାଟ ହୁଡିଛି ସରକାରୀ ଯୋଜନା । ଥିଲାବାଲା ଯୋଜନାରେ ଅନ୍ତଭୁକ୍ତ ଥିବା ବେଳେ ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଫାଇଦା । ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଲଣ୍ଡା ପଂଚାୟତର ବକାଗୁରା ଗାଁରେ ଦେଖିବାକୁ ମିଳିଛି ଏହାର ଜ୍ୱଳନ୍ତ ଉଦାହରଣ । ବକାଗୁରା ଗାଁର ୭୦ ବର୍ଷୀୟା କୃଷ୍ଣମହାନନ୍ଦା । ଦଳିତ ବୃଦ୍ଧା ଅତି ଦୟନୀୟ ଭାବେ କାଟୁଛନ୍ତି ଦିନ । ପଲିଥିନ ଟଣା ଝାଟିମାଟି ଘରେ ସବୁବେଳେ ରହୁଛି ସାପର ଭୟ । ଭାଗ୍ୟ ଓ ଭଗବାନଙ୍କ ଭରଷାରେ ଦିନ କାଟୁଛନ୍ତି କୃଷ୍ଣ । ଆବାସ ଯୋଜନାରେ ପକ୍କାଘର ଖଣ୍ଡେ ଲାଗି ରାଜନେତାଙ୍କଠାରୁ ପ୍ରଶାସନିକ ଅଧିକାରୀଙ୍କୁ ଗୁହାରି କରିଥିଲେ ସୁଦ୍ଧା କିଛି ସୁଫଳ ମିଳିନାହିଁ । ଆବାସ ଯୋଜନାରେ ପକ୍କାଘର ଖଣ୍ଡେ ମିଳିଲେ ବାକି ଜୀବନ ଖୁସିରେ କାଟି ଦିଅନ୍ତି ବୋଲି କହିଛନ୍ତି କୃଷ୍ଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି