Masthead

ସାବାସ ଅଶୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକଙ୍କ ଚ୍ୟାନେଲ ‘ବଡ଼ ଖବର’ତା’ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପଛରେ ଆଗେଇ ଚାଲିଛି । ଏହି ୨୪ ଘଣ୍ଟିଆ ସ୍ୟାଟେଲାଇଟ୍ ନ୍ୟୁଜ ଚ୍ୟାନେଲର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କ ବଡ଼ ଘୋଷଣା ରାଜ୍ୟର ଅଗଣିତ ଲୋକଙ୍କୁ ପ୍ରଭାବିତ କରିଛି । ଦରଦୀ ଓ ସଚେତନ ଲୋକମାନେ ‘ବଡ଼ ଖବର’ର ସଫଳତା କାମନା କରିବା ସହ ବଢ଼ାଇଛନ୍ତି ସହଯୋଗର ହାତ । ଏଭଳି ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ଭଏସ ଅଫ ଭିକ୍ଟିମ୍ସ ଚାରିଟେବଲ ଟ୍ରଷ୍ଟର ଅନ୍ୟତମ ଅବୈତନିକ ଉପଦେଷ୍ଟା ଅଶୋକ କୁମାର ରଥ । ସାମ୍ବାଦିକଙ୍କ କଲ୍ୟାଣ ପାଇଁ ସମ୍ପାଦକ ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ କରିଥିବା ନିଆରା ଘୋଷଣାରେ ବିମୋହିତ ହୋଇଛନ୍ତି ଅଶୋକ ବାବୁ । ସେ ୧୦୦୦୧ ଟଙ୍କା ‘ବଡ଼ ଖବର’ର ସାମ୍ବାଦିକ କଲ୍ୟାଣ ପାଣ୍ଠିକୁ ପ୍ରଦାନ କରିଛନ୍ତି ।

ଅଶୋକ ବାବୁଙ୍କ ଏହି ମହତ ଅବଦାନ ପାଇଁ ବଡ଼ ଖବରର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ଓ ଭଏସ ଅଫ ଭିକ୍ଟିମ୍ସ ଚାରିଟେବଲ ଟ୍ରଷ୍ଟର ଅଧ୍ୟକ୍ଷ ଜ୍ଞାନରଞ୍ଜନ ମିଶ୍ର ତାଙ୍କୁ ସାଧୁବାଦ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି