Masthead

ଘରପୋଡି ସମ୍ପତ୍ତି ଧ୍ୱଂସ

ବରୀ(ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ସଟସର୍କିଟରୁ ଅଗ୍ନିକାଣ୍ଡ । ଯାଜପୁର ଜିଲ୍ଲା ରଘୁନାଥପୁର ଗ୍ରାମର ଜୟରାମ ସାହୁଙ୍କ ଘରେ ବିଦ୍ୟୁତ ସଟସର୍କିଟରୁ ନିଆ ଲାଗିଛି । ଅଗ୍ନିକାଣ୍ଡରେ ଗୋଟିଏ ବଖରା ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇଯାଇଛି । ଘରେ ଥିବା ସମସ୍ତ ଆସବାବପତ୍ର ପୋଡିଯାଇଛି । ଚାଷକାମ ପାଇଁ ରଖିଥିବା ୧ ଲକ୍ଷ ୨୦ହଜାର ଟଙ୍କାର ସୁନାଗହଣା ଜଳିପୋଡି ପାଉଁଶ ହୋଇଯାଇଛି । ପାଖଘର ଛାତରେ ଏକ ଫାଟ ସୃଷ୍ଟି ହୋଇଛି । ସହାୟତା ଯୋଗାଇ ଦେବାକୁ ପ୍ରଶାସନଙ୍କୁ ନିବେଦନ କରିଛନ୍ତି ଜୟରାମ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ