Masthead

ସବୁ ସେବା ଲାଗି ଗୋଟିଏ ନମ୍ବର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ସବୁ ସେବା ପାଇଁ ଗୋଟିଏ ନମ୍ବର ୧୧୨ । ଆମ୍ବାଲାନ୍ସ, ପିସିଆର, ଦମକଳ ମହିଳା ହେଲ୍ପ ଲାଇନ ଭଳି ବିଭିନ୍ନ ଜରୁରୀ ସେବା ପାଇଁ ଆଉ ଭିନ୍ନ ଭିନ୍ନ ନମ୍ବରକୁ ଡାଏଲ କରିବାକୁ ପଡିବ ନାହିଁ । ଜନସାଧାରଣଙ୍କ ସୁବିଧା ଓ ତ୍ୱରିତ୍ୱ ସେବା ଯୋଗାଦେବାକୁ ମୁଖ୍ୟମନ୍ତ୍ରୀ ୧୧୨ର ଫାଇଦା ଉଠାଇବାକୁ ପରାମର୍ଶ ଦେଇଛନ୍ତି । ୧୧୨ ମାଧ୍ୟମରେ ସେବା ତ୍ୱରିତ୍ୱ କରିବା ପାଇଁ ପୋଲିସ ବିଭାଗର ୧୦୯୮ ବିଭିନ୍ନ ପଦବୀକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ୧୧୨ ସେବା ପାଇଁ ୪ ଡିଏସପି ୧୫୧ ସବିନ୍ସପେକ୍ଟର, ୨୦୩ ଏଏସଆଇ ଓ ୭୦୪ ଜଣ କନେଟବଳ ନିୟୋଜିତ ହେବେ । ଆଉଟ ସୋସିଂ ମାଧ୍ୟମରେ ୧୫୮ ଜଣଙ୍କୁ ନିଯୁକ୍ତି ଦିଆଯିବ । ନିୟୋଜିତ ହେବ ୨୩୭ ଗାଡ଼ି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?