Masthead

୪୦୦ ଶହ ଟଙ୍କାରେ କରୋନା ଟେଷ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ୪ଶହ ଟଙ୍କାରେ କରିପାରିବେ କରୋନା ଟେଷ୍ଟ । ଏହି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି । ପୂର୍ବରୁ ମାର୍ଚ୍ଚ ମାସରେ ରାଜ୍ୟରେ ୪ହଜାର ୫ଶହରୁ ୫ହଜାର ଯଙ୍କା ନିଆଯାଉଥିଲା । ପରବର୍ତି ମୁହୁର୍ତରେ ଜୁଲାଇରେ ୨୨ଟଙ୍କାରେ ଟେଷ୍ଟ କରାଯାଉଥିଲା । ଆଉ ଏବେ ମାତ୍ର ୪ଶହ ଟଙ୍କାରେ କରୋନା ଟେଷ୍ଟ କରିପାରିବେ । ଯଦି କୌଣସି ସରକାରୀ କୀ ବେସରକାରି ସଂସ୍ଥା ଏଥିପାଇଁ ଅଧିକ ଟଙ୍କା ନିଅନ୍ତି ତାହେଲେ ତାଙ୍କ ବିରୋଧରେ ଦଣ୍ଡ ବିଧାନ କରାଯିବ ବୋଲି କହିଛନ୍ତି ରାଜ୍ୟ ସରକାର । ଏହାସହ କରୋନା ଆକ୍ରାନ୍ତଙ୍କ ଘର ଆଗରେ ଆଉ ଲାଗିବନି ପୋଷ୍ଟର ।ଏଥିପାଇଁ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ