ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ପରିଦର୍ଶନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲିଙ୍ଗରାଜ ମନ୍ଦିର ଚତୁଃପାଶ୍ୱର୍ ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ । ହାଜରେ ବର୍ଷ ପୁରୁଣା ଏକାମ୍ର କ୍ଷେତ୍ର ଲିଙ୍ଗରାଜ ମନ୍ଦିର ଏହାରି ଭିତରେ ନୂଆ ରୂପ ପାଇଛି । ମନ୍ଦିରରେ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି । ବିନ୍ଦୁ ସାଗରର ପୁନ୍ନଉଦ୍ଧାର କରାଯାଇଛି ।

ବ୍ୟକ୍ତିଗତ ଭାବେ ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ହୋଇଥିବା ନେଇ ଅନୁଧ୍ୟାନ କରୁଛନ୍ତି ମୁଖ୍ୟମନ୍ତ୍ରୀ । ଅନୁଧ୍ୟାନ ପରେ କହିଛନ୍ତି ଯେ ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆଇନ ଆସିବ । ସୌନ୍ଦର୍ଯ୍ୟ କରଣ ପାଇଁ ଜମି ଦେଇଥିବା ଲୋକଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’