Masthead

କରୋନା ଆକ୍ରାନ୍ତଙ୍କ ଦୁଆରେ ଲାଗିବନି ପୋଷ୍ଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ଦୁଆରେ ଲାଗିବନି ପୋଷ୍ଟର । ଏଭଳି ନିଷ୍ପତ୍ତି ନେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଲୋକମାନେ ରୋଗ ଲୁଚାଉଥିବାରୁ ସଂକ୍ରମଣ ଆଶଙ୍କା ବଢୁଛି । ତେଣୁ କେହି ହୋମ ଆଇସୋଲେସନରେ ରହିଲେ ତାଙ୍କ ଦୁଆରେ ସ୍ଥାନୀୟ ପ୍ରଶାସନ ପୋଷ୍ଟର ନ ଲାଗଇବା ପାଇଁ ପରାମର୍ଶ ଦିଆଯାଇଛି । ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାପାଳ, ସିଡିଏମଓ, ମହାନଗର ନିଗମ କମିଶନର ପ୍ରମୁଖଙ୍କୁ ସରକାରୀ ନିଷ୍ପତ୍ତି ଜଣାଇ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ