Masthead

ଓଲଟିଲା ଟ୍ୟାଙ୍କର, ଚାଳକ ମୃତ

ଯୁଯୁମୁରା(ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ଡଙ୍ଗାଘାଟ ବ୍ରିଜ ନିକଟରେ ଗତକାଲି ରାତିରେ ଭାରସାମ୍ୟ ହରାଇ ଏକ ଟ୍ୟାଙ୍କର ରାସ୍ତା କଡ଼ରେ ଓଲଟି ପଡିଥିଲା। କ୍ୟାବିନ ଭିତରେ ଚାଳକଙ୍କ ମୃତ୍ୟୁ ଘଟିଥିଲା। ମୃତକ ହେଲେ ବିହାର ନାନୁଆଟୋଲ ଗ୍ରାମର ସରୋଜ ସିଂ(୩୦)। ବୁଧବାର ସକାଳେ ଯୁଯୁମୁରା ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିଥିଲେ। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। ସୁଚନା ଅନୁଯାୟୀ ନାଗାଲାଣ୍ଡର ଏକ ପ୍ରାଇଭେଟ୍ ଲିମିଟେଡ କମ୍ପାନୀର ପିଚୁ ବୋଝେଇ ଟ୍ୟାଙ୍କର ଅନୁଗୁଳ ଜୟନ୍ତପୁର ପିଚୁ ପ୍ଲାଣ୍ଟ ଅଭିମୁଖେ ଯାଉଥିବାବେଳେ ଦୁର୍ଘଟଣା ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ