Masthead

ଭଞ୍ଜସେନାର ବିକ୍ଷୋଭ

ବାରିପଦା(ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ଦ୍ୱାରା ବର୍ଦ୍ଧିତ ବିଦ୍ୟୁତ ଶୁଳ୍କ ପ୍ରତ୍ୟାହାର ଦାବିରେ ଆଜି ଭଞ୍ଜସେନା ତରଫରୁ ବାରିପଦାସ୍ଥିତ ନେସ୍କୋ ନିର୍ବାହୀ ଯନ୍ତ୍ରୀଙ୍କ ମୁଖ୍ୟ କାର୍ୟ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମନଇଚ୍ଛା ବିଦ୍ୟୁତ ଦର ବୃଦ୍ଧିର ଘୋର ପ୍ରତିବାଦ କରିଥିଲେ ଭଞ୍ଜସେନାର ଜିଲ୍ଲା ସଭାପତି ପିଣ୍ଟୁ ମାଇତିଙ୍କ ସହିତ ସଂଘର କର୍ମକର୍ତ୍ତାମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ