Masthead

୨ଦିନିଆ ଓଡ଼ିଶା ଗସ୍ତରେ ଚେଲା କୁମାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରେ) ସାଂସଦ ତଥା ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ ଚେଲା କୁମାର ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୪ତାରିଖରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ôଚବା ପରେ ୧୧ଟାରେ କଂଗ୍ରେସ ଭବନରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଯୋଗଦେବେ । ସେଦିନ ଅପରାହ୍ନରେ କଂଗ୍ରେସର ସାଂଗଠନି୍କ ସ୍ଥିତି ସମ୍ପର୍କରେ ବରିଷ୍ଠ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ । ୫ ତାରିଖରେ ନୟାଗଡ଼ ଗସ୍ତ କରି ମୃତା ପରୀଙ୍କ ପରିବାରକୁ ଭେଟିବେ । ସେଠାରୁ ଫେରି ଅପରାହ୍ନରେ କଂଗ୍ରେସର ଆଗାମୀ ରଣନୀତି ସମ୍ପର୍କରେ ଅନୁଷ୍ଠିତ ହେବାକୁ ଥିବା ପିସିସି ପର୍ଯ୍ୟବେକ୍ଷକ ଓ ଜିଲ୍ଲା ସଭାପତିମାନଙ୍କ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ