Masthead

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଟିଟିଲାଗଡ଼ (ବଡ଼ ଖବର ବ୍ୟୁରୋ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢାଉ । ମୁରିଵାହାଲ ଫରେଷ୍ଟ ରେଞ୍ଜର ପ୍ରଶାନ୍ତ ନାୟକଙ୍କ ବାସଭବନରେ ଭିଜିଲାନ୍ସର ଚାରି ଜଣିଆ ଟିମର ଚଢ଼ାଉ । ଟିଟିଲାଗଡସ୍ଥିତ ବାସଭବନ ଏବଂ ମୁରିଵାହାଲସ୍ଥିତ କାର୍ୟ୍ୟାଳୟରେ ଏକ ସଙ୍ଗେ ଚଢାଉ ଜାରି ରହିଛି। ଭିଜିଲାନ୍ସର ବଲାଙ୍ଗୀର, ସମ୍ବଲପୁର, ସୋନପୁର ଏବଂ ବରଗଡ଼ ଏକ ସ୍ପେସାଲ ସ୍କ୍ୱାର୍ଡ ଆଜି ଟିଟିଲାଗଡ ହାଟପଦାପଡ଼ାସ୍ଥିତ ରେଞ୍ଜର ପ୍ରଶାନ୍ତ ନାୟକଙ୍କ ବାସଭବନରେ ଚଢ଼ାଉ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି