Masthead

ଆକ୍ରମଣରେ ବାପ-ପୁଅ ଗୁରୁତର

ସିମୁଳିଆ(ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ନୂଆପଲ୍ଲୀ ଗ୍ରାମର ନଅ ଜଣ ଯୁବକ ତିନୋଟି ବାଇକରେ ଆସଥିଲେ । ମଧୁସୂଦନ ବେହେରାଙ୍କ ଘରେ ପଶି ଆକ୍ରମଣ କରିଥିଲେ । ରାତିରେ ନୂଆପଲ୍ଲୀ ଗ୍ରାମରେ ମଧୁସୂଦନ ବେହେରା ଓ ପୁଅ ଗୋପାଳ କୃଷ୍ଣ ବେହେରାଙ୍କ ସହ ଘରେ ଥିବା ଅନ୍ୟମାନଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ବାପ-ପୁଅଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସିମୁଳିଆ ମେଡ଼ିକାଲରେ ଭର୍ତ୍ତି କରିଥିଲେ । ଖବର ପାଇ ସିମୁଳିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘଟଣାର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ