Masthead

ବରିଷ୍ଠ ସାମ୍ବାଦିକଙ୍କ ବିୟୋଗ

ଦଶପଲ୍ଲା(ବଡ଼ ଖବର ବ୍ୟୁରୋ): ଦଶପଲ୍ଲାର ବରିଷ୍ଠ ସାମ୍ବାଦିକଙ୍କ ବିୟୋଗ ଘଟିଛି । ସାମ୍ବାଦିକ ମୁରଲି ଧର ପାଣି ୧୯୬୫ମସିହାରୁ ଦଶପଲ୍ଲାରେ ପ୍ରଥମେ ସାମ୍ବାଦିକତା କରି ବହୁ ସମସ୍ୟାକୁ ଲୋକଲୋଚନକୁ ଆଣିଥିଲେ । ସେ ୧୯୬୫ମସିହାରୁ ମାତୃଭୂମି, ପ୍ରଜାତନ୍ତ୍ର, ଦୁର୍ମୁଖ, ନିଆଁଖୁଣ୍ଟା, ଦିନଲିପି, ପ୍ରଗତିବାଦୀ ଭଳି ବହୁ ଖବରକାଗଜରେ କାମ କରି ଆସୁଥିଲେ । ୧୯୯୦ରୁ ତାଙ୍କ ମଝିଆ ପୁଅ ପ୍ରକାଶ କୁମାର ପାଣି ଏହି ଦାୟିତ୍ତ୍ୱ ନେଇଥିଲେ । ତାଙ୍କ ବିୟୋଗରେ ଦଶପଲ୍ଲା ସାମ୍ବାଦିକ ସଂଘ ତରଫରୁ ସମସ୍ତ ସଭ୍ୟ ପୁଷ୍ପମାଲ୍ୟ ଦେଇ ଶୋକ ପ୍ରକାଶ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ