Masthead

ଅଫ୍ ଲାଇନରେ ସିବିଏସଇ ବୋର୍ଡ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନାକୁ ଦୃଷ୍ଟିରେ ରଖି ସିବିଏସଇ ବୋର୍ଡ ନେଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଅଫ୍ ଲାଇନରେ ହେବ ସିବିଏସଇ ବୋର୍ଡ ପରୀକ୍ଷା ହେବ । ଅନଲାଇନରେ ହେବନି ୨୦୨୧ ବୋର୍ଡ ପରୀକ୍ଷା । ଅଫ୍ ଲାଇନରେ ହେବ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ଅଫ୍ ଲାଇନରେ ପରୀକ୍ଷା ହେବ ବୋଲି ସିବିଏସଇ ପକ୍ଷରୁ ସୂଚନା ଦିଆଯାଇଛି । ସିବିଏସଇର ଏଭଳି ନିଷ୍ପତ୍ତିକୁ କିଛି ଛାତ୍ରଛାତ୍ରୀ ନାପସନ୍ଦ କରିଥିବା ବେଳେ ଆଉ କିଛି ସ୍ୱାଗତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ