Masthead

୧୨ ଘଣ୍ଟିଆ ବୀରମିତ୍ରପୁର ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ହାଜତ ମୃତ୍ୟୁ ଘଟଣା ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ବୀରମିତ୍ରପୁର ବନ୍ଦ ଡାକରା ଦେଇଛି କଂଗ୍ରେସ । ରାଉରକେଲା ଜିଲ୍ଲା କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ ଯାଏଁ ବନ୍ଦ ଡାକରା ଦିଆଯାଇଛି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବୀରମିତ୍ରପୁର ଥାନା ଆଗରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି । ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବିରେ କଂଗ୍ରେସ ଦେଇଛି ବନ୍ଦ ଡାକରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର