Masthead

ଅଜଗର ସାପ ଉଦ୍ଧାର

ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ବନାଞ୍ଚଳରୁ ୧୨ଫୂଟର ଅଜଗର ସାପ ଉଦ୍ଧାର କରାଯାଇଛି । ଖେଳିବା ସମୟରେ ପିଲାମାନେ ଏକ ଅଜଗର ସାପକୁ ଦେଖିଥିଲେ । ଗ୍ରାମର ଯୁବକମାନେ ବହୁତ ପରିଶ୍ରମ କରି ସାପଟିକୁ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଥିଲେ । ବନବିଭାଗ ସାପଟିକୁ ଡ଼ମଣି ସଂରକ୍ଷିତ ଜଙ୍ଗଲରେ ଛାଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ