Masthead

ବରଯାତ୍ରୀ ଗାଡି ଧକ୍କା, ୩ମୃତ

ବରଗଡ଼(ବଡ଼ ଖବର ବ୍ୟୁରୋ): ବରଗଡ଼ ଜିଲ୍ଲା କଟାପାଲି ଗ୍ରାମରୁ ବରଯାତ୍ରୀ ଦଳ ବୋଲେରୋରେ ଛତିଶଗଡ଼ର ରାୟଗଡ ଜିଲ୍ଲାକୁ ଯାଉଥିଲେ । କୁଣ୍ଡାତରାଇ ନିକଟରେ ଟ୍ରକକୁ ଧକ୍କା ଦେଇଥିଲା ବୋଲୋରୋ । ଘଟଣାସ୍ଥଳରେ ୩ ଜଣ ବରାଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୫ଜଣ ଗୁରୁତର ହୋଇଛନ୍ତି । ୩ଜଣଙ୍କୁ ବରଗଡ଼ ବିକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଉ ଦୁଇଜଣକୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଶବ ବ୍ୟବଚ୍ଛେଦ ପାଇଁ ରାୟଗଡ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି । ଘଟଣାସ୍ଥଳରେ ରାୟଗଡ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ