Masthead

ନାବାଳିକାକୁ ଦୁଷ୍କର୍ମ, ଜଣେ ଗିରଫ

ଜି ଉଦୟଗିରି(ବଡ଼ ଖବର ବ୍ୟୁରୋ): ରାଇପଲି ଗ୍ରାମର ବିଜୟ ନାୟକ ଏକ ଦୋକାନ କରିଛନ୍ତି । କାଲି ସକାଳେ ସେ ୭ବର୍ଷର ନାବାଳିକାକୁ ଦୋକାନକୁ ଡାକିଥିଲେ । ଚକୋଲେଟ ଦେବା ବାହାନାରେ ଦୁଷ୍କର୍ମ କରିଥିଲେ । ଝିଅଟି କାନ୍ଦି କାନ୍ଦି ପରିବାର ଲୋକଙ୍କୁ କହିଥିଲା । ପରିବାର ଲୋକେ ଜି ଉଦୟଗିରି ଥାନାରେ ଅଭିଯୋଗ କରିଥିଲେ । ବିଜୟକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ