Masthead

ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ । ଏନେଇ ଟୁଇଟରେ ସ୍ପଷ୍ଟ କଲା କ୍ରାଇମବ୍ରାଞ୍ଚ । ସଂନ୍ଧାରେ କ୍ରାଇମବ୍ରାଞ୍ଚର ୪ଟି ଟିମରେ ୪୦ରୁ ୫୦ ଜଣ ଆସି ପ୍ରଦୀପଙ୍କୁ ଉଠାଇ ନେଇଥିବା କହିଛନ୍ତି ପ୍ରଦୀପଙ୍କ ପତ୍ନୀ ସୁଜାତା । ଏକ ସାଇବର ମାମଲାରେ ତାଙ୍କୁ ପଚରଉଚରା କରାଯାଉଥିବା ସୂଚନା ମିଳିଛି । ପ୍ରଦୀପଙ୍କ ପତ୍ନୀ ସୁଜାତା କହିଛନ୍ତି ମୋ ସ୍ୱାମୀଙ୍କର ଯାହା ହେବ ମୁଖ୍ୟମନ୍ତ୍ରୀ ଦାୟୀ । ଆମକୁ ହାରସମେଣ୍ଟ କରାଯାଉଛି । ରାଜନୈତିକ ଉଦ୍ଦେଶ୍ୟ ରଖି ଏଭଳି କରାଯାଉଛି । ଯଦି ମୋ ସ୍ୱାମୀଙ୍କର କିଛି ହୁଏ ତାହେଲେ ମୁଖ୍ୟମନ୍ତ୍ରୀଙ୍କୁ କାଠଗଡ଼ାକୁ ଟାଣିବି ବୋଲି କହିଛନ୍ତି ସୁଜାତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା