Masthead

ପୋଖରୀରେ ବୁଡି ବାଳକ ମୃତ

ପରଜଙ୍ଗ (ବଡ଼ ଖବର ବ୍ୟୁରୋ): ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବାରିହାପୁର ଗ୍ରାମରେ ପୋଖରୀରେ ବୁଡି ଜଣେ ବାଳକର ମୃତ୍ୟୁ ହୋଇଛି ମୃତ ବାଳକ ଜଣକ ହେଲେ ସେହି ଗ୍ରାମର ଫୁକୁଲୁ ସେଠୀ । ସୂଚନା ଅନୁଯାୟୀ ସେ ଗୁରୁବାର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲା ବେଳେ କୌଣସି କାରଣରୁ ଗଭୀର ଜଳରେ ବୁଡି ଯାଇଥିଲେ । ସେଠାରେ ଗାଧୋଉଥିବା କିଛି ଲୋକ ତାଙ୍କୁ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଘଟଣାସ୍ଥଳରେ ପରଜଙ୍ଗ ପୋଲିସ ପହଂଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଲର୍ଜର ସୀମା ଟପିଲେ ଆଫ୍ରିଦ 🔴 ଅମୃତସର ହମଲା, ଡେମୋ ଦେଖାଇଲା ଭାରତୀୟ ସେନା 🔴 ଯୁବକଙ୍କ ଉନ୍ମତକାଣ୍ଡ, ହଠାତ ଆସିଲେ ଚଳନ୍ତା ବସର ଷ୍ଟିଅରିଂ ମୋଡି ଦେଲେ 🔴 ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଫୁ 🔴 ବାଇଡେନ୍‌ଙ୍କୁ ମାରାତ୍ମକ କ୍ୟାନସର୍ 🔴 ଧରାପଡ଼ିଲା ଆଉ ଜଣେ ପାକିସ୍ତାନୀ ISI ଗୁପ୍ତଚର 🔴 ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ 🔴 ବେଆଇନ ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ସହ ୨ ବାଇକ ଜବତ 🔴 ହାତ ଟେକିଦେଲେ ନବୀନ! 🔴 ଆସୁଛି ବଡ଼ ଲଘୁଚାପ 🔴 ନିଲର୍ଜର ସୀମା ଟପିଲେ ଆଫ୍ରିଦ 🔴 ଅମୃତସର ହମଲା, ଡେମୋ ଦେଖାଇଲା ଭାରତୀୟ ସେନା 🔴 ଯୁବକଙ୍କ ଉନ୍ମତକାଣ୍ଡ, ହଠାତ ଆସିଲେ ଚଳନ୍ତା ବସର ଷ୍ଟିଅରିଂ ମୋଡି ଦେଲେ 🔴 ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଫୁ 🔴 ବାଇଡେନ୍‌ଙ୍କୁ ମାରାତ୍ମକ କ୍ୟାନସର୍ 🔴 ଧରାପଡ଼ିଲା ଆଉ ଜଣେ ପାକିସ୍ତାନୀ ISI ଗୁପ୍ତଚର 🔴 ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ 🔴 ବେଆଇନ ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ସହ ୨ ବାଇକ ଜବତ 🔴 ହାତ ଟେକିଦେଲେ ନବୀନ! 🔴 ଆସୁଛି ବଡ଼ ଲଘୁଚାପ