Masthead

ଭିଜିଲାନ୍ସ ଜାଲରେ ସିଡିପିଓ

କୋକସରା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ କୋକସରା ସିଡିପିଓ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡିଛନ୍ତି କଳାହାଣ୍ଡି ଜିଲ୍ଲା କୋକସରା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜୟନ୍ତି ମହାନ୍ତି ! ସୁନାମାଲ ଅଙ୍ଗନୱାଡ କର୍ମୀ ଆରତୀ ଧଙ୍ଗଡାମାଝୀଙ୍କ ୩ ମାସର ଦରମା କରାଇଦେବା ପାଇ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ ତାଙ୍କୁ ରେଡହ୍ୟାଣ୍ଡରେ ଧାରିଛନ୍ତି ! ଏହା ସହ ସେ ରହୁଥିବା ସରକାରୀ କ୍ବାଟରରୁ ୬୯ ହଜାର ମଧ୍ୟ ଜବତ କରିଛି କଳାହାଣ୍ଡି ଭିଜିଲାନ୍ସ । ଡିଏସ୍‌ପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରି ଭବାନୀପାଟଣା ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼