Masthead

ମାତିଛନ୍ତି ଏଟିଏମ ଲୁଟେରା

ସୋର (ବଡ଼ ଖବର ବ୍ୟୁରୋ): ମାତିଛନ୍ତି ଏଟିଏମ ଲୁଟେରା ଦିନ ଦ୍ୱିପ୍ରହରରେ କରୁଛନ୍ତି ଲୁଟ୍ । ଦୁଇ ଦିନରେ ୩ଟି ଏଟିଏମରେ କରିଛନ୍ତି ଲୁଟପାତ । ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରେ ଏଭଳି ଆତଙ୍କ ଖୋଳାଇଛନ୍ତି ଲୁଟେରା । ବୁଧବାର ଗୋଟିଏ ଏଟିଏମ ଭାଙ୍ଗି ଲୁଟ କରିଥିବା ବେଳେ ଗୁରୁବାର ଦିନରେ ମଧ୍ୟ ଅନ୍ୟ ଏକ ଏଟିଏମ ଲୁଟ କରାଯାଇଛି । ସେପଟେ ଗୁରୁବାର ବିଳମ୍ବିତ ରାତିରେ କଲୋଜ ଛକରେ ଥିବା ଫେଡେରାଲ ଏଟିଏମ ଲୁଟ କରିବାରେ ବିଫଳ ହୋଇଛନ୍ତି । ସୋର ଥାନା ଅଧିକାରୀ ମଧୁମିତା ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ