Masthead

ଅସଫଳ ପୋଲିସ

ହାଟଡ଼ିହି (ବଡ଼ ଖବର ବ୍ୟୁରୋ): କୁକୁଡ଼ା କଳିକୁ କେନ୍ଦ୍ରକରି ଗାଁରେ ହତ୍ୟାକାଣ୍ଡ । ନ୍ୟାୟ ପାଇଁ ଆସିଥିବା ଭଦ୍ରଲୋକଙ୍କୁ ହତ୍ୟା । ନନ୍ଦିପଦା ଥାନା ଅଁରା ଗାଁରେ ଘଟିଛି ଏଭଳି ଜଘନ୍ୟ ହତ୍ୟାକାଣ୍ଡ । ମୃତକ ହେଲେ ଆନନ୍ଦ ଚନ୍ଦ୍ର ନାୟକ । ତାଙ୍କୁ ବାଡ଼େଇ ବାଡ଼େଇ ହତ୍ୟା କରାଯ୍ଧବଥିବା ଅଭିଯୋଗ ହୋଇଛି । ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ । ନ୍ୟାୟ ପ୍ରତିବାଦରେ ଗ୍ରାମବାସୀମାନେ ଥାନା ସମ୍ମୁଖରେ ଅନଶନ କରିଛନ୍ତି । ଅନଶନ ସ୍ଥଳରେ ମୃତଙ୍କ ପତ୍ନୀ ମଞ୍ଜୁଲତା କିରୋସିନ ଜାର ଧରି ବସିଛନ୍ତି । ତାଙ୍କୁ ନ୍ୟାୟ ନମିଳିଲେ ଆତ୍ମହୂତି ଦେବେ ବୋଲି କହିଛନ୍ତି । ଘଟଣାକୁ ୧୪ ଦିନ ବିତିଯାଇଥିଲେ ସୁଦ୍ଧା ହତ୍ୟାକରୀଙ୍କ ଟେର ପାଉନି ପୋଲିସ । ଯଦି ହତ୍ୟାକରୀଙ୍କୁ ପୋଲିସ ଶୀଘ୍ର ନ ଧରେ ଆନ୍ଦୋଳନ ଆହୁରି ତିବ୍ର ହେବ ବୋଲି ଚେତାବନି ଦେଇଛନ୍ତିି ଗ୍ରାମବାସୀ । କେନ୍ଦୁଝର ଆଡିସନାଲ ଏସ୍ପି ଓ କ୍ରାଇମବ୍ରାଞ୍ଚ ଡିଏସପି ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ