Masthead

ସରକାରୀ ଯୋଜନା ଭତ୍ତାରୁ ବଞ୍ଚିତ ମଙ୍ଗୁଳି

ବୈପାରିଗୁଡା(ବଡ଼ ଖବର ବ୍ୟୁରୋ): ସରକାରଙ୍କ ବିଭିନ୍ନ ପ୍ରକାରର ଭତ୍ତା ଯୋଜନା ରହିଛି । ୬୦ ବର୍ଷ ବୟସର ବୃଦ୍ଧବୃଦ୍ଧାମାନଙ୍କୁ ୫ଶହ ଟଙ୍କା ଏବଂ ୭୦ ବର୍ଷ ବୟସ୍କ ମାନଙ୍କ ପାଇଁ ୭ ଶହ ଟଙ୍କା ବାର୍ଦ୍ଧକ୍ୟ ଭତ୍ତା ରହିଛି । ପ୍ରଶାସନିକ ଅଧିକାରୀଙ୍କ ଅବହେଲା ଯୋଗୁଁ ୭୨ ବର୍ଷ ବୟସ ହୋଇଥିଲେ ମଧ୍ୟ ଭତ୍ତା ପାଇବାରୁ ବଞ୍ଚିତ ରହିଛନ୍ତି । କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ଅନ୍ତର୍ଗତ ରାମଗିରି ପଞ୍ଚାୟତର କୁମ୍ଭୀଖାରି ଗ୍ରାମର ମଙ୍ଗୁଳି ଖରା । ୭୨ ବର୍ଷ ହୋଇଥିଲେ ମଧ୍ୟ ବଞ୍ଚିତ ଅଛନ୍ତି ଭତ୍ତା ଯୋଜନାରୁ । ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଳକ କାର୍ୟ୍ୟାଳୟ ପର୍ଯ୍ୟନ୍ତ ସବୁଠି ଆବେଦନ କରିଛନ୍ତି । ଆଜି ପର୍ଯ୍ୟନ୍ତ ଭତ୍ତା ପାଇନାହାନ୍ତି । ଯଥାଶୀଘ୍ର ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ ମଙ୍ଗୁଳି ଖରାଙ୍କୁ ଭତ୍ତା ଯୋଗାଇ ଦେବାକୁ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ