Masthead

ଚିଲିକା ପକ୍ଷୀ ମାଂସ କିଲ ଦୁଇଶହ….

କୃଷ୍ଣପ୍ରସାଦ(ବଡ଼ ଖବର ବ୍ୟୁରୋ): ଶୀତ ଯେତିକି ବଢୁଛି, ଚିଲିକାର ପକ୍ଷୀ ଅଭୟାରଣ୍ୟ ନଳବଣରେ ବିଦେଶାଗି ପକ୍ଷୀଙ୍କ ସଂଖ୍ୟା ସେତିକି ବଢିବାରେ ଲାଗିଛି । ବିଦେଶାଗତ ପକ୍ଷୀଙ୍କ ଆଗମନକୁ ଦେଖି ପକ୍ଷୀ ଶିକାରୀମାନେ ସକ୍ରିୟ ହୋଇଉଠିଛନ୍ତି । ଫାସ, ଛିଟିକିଣି, ବନ୍ଧୁକ ମୁନରେ ବିଦେଶୀ ପକ୍ଷୀଙ୍କୁ ଶିକାର କରି ଶିକାରୀମାନେ ଚେରା ଲୁଚାରେ ଚଢା ଦରରେ ବିକୁଛନ୍ତି ମାଂସ । ବନ ବିଭାଗର ଢିଲା ପଣ ଶିକାରୀମାନଭ୍‌କୁ ବେଶ ସୁହାଉଛି । ବିଦେଶୀ ପକ୍ଷୀମାଂସ କିଲୋ ୨୦୦ଟଙ୍କାରେ ବିକ୍ରି ହେଉଛି । ଯଦି ଏଭଳି ପକ୍ଷୀ ଶିକାର ଚାଲେ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ହ୍ରାସ ପାଇବା ନିଶ୍ଚିତ । ବିଦେଶାଗି ପକ୍ଷୀଙ୍କ ସୁରକ୍ଷାରେ ଫେଲ ମାରିଛି ବନ ବିଭାଗ । ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଆନଗଲେ ମରାଳମାଳିନୀ ଚିଲିକା ଶ୍ରୀହିନ ହୋଇପଡିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..