Masthead

ରେଲୱେ ଘରୋଇକରଣ ବିରୋଧରେ ଖୋଲା ଅଧିବେଶନ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଅଲଇଣ୍ଡିଆ ଲୋକୋ ରନିଙ୍ଗ ଷ୍ଟାପ ଆସୋସିଏସନ ସମ୍ବଲପୁର ଡିଭିଜନ ପକ୍ଷରୁ ମଣ୍ଡଳୀ ସ୍ତରୀୟ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶକୁ ଲୋକୋ ପାଇଲାଟ ସୁକାନ୍ତ ସୁନା ଉଦଘାଟନ କରିଥିଲେ । ଏଥିରେ ସମ୍ବଲପୁର ଡିଭିଜନ ଅନ୍ତର୍ଗତ ସମ୍ବଲପୁର, ବରଗଡ, ବଲାଙ୍ଗୀର, କଳାହାଣ୍ଡି ସମେତ ବିଭିନ୍ନ ଅଞ୍ଚଳରୁ ସଂଘର ସଭ୍ୟମାନେ ଯୋଗ ଦେଇଥିଲେ । ସମାବେଶରେ ମୁଖ୍ୟତ ରେଲୱେ ଘରୋଇକରଣ, ଷ୍ଟପେଜରାତ୍ରି ଡ୍ୟୁଟି ଭତ୍ତା , ନୂତନ ପେନସନ ଯୋଜନାକୁ ନେଇ ଯେଉଁ ସମସ୍ୟା ରହିଛି ସେନେଇ ବିଶେଷ ଆଲୋଚନା କରାଯାଇଥିଲା । ସମାବେଶରେ ରେଲୱେର ସମସ୍ତ ଶ୍ରମିକ ସଂଘମାନେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ । ରେଲୱେ ଘରୋଇକରଣକୁ ମିଳିତ ଭାବେ ବିରୋଧ କରାଯାଇ ଆଗକୁ ଏନେଇ ବ୍ୟାପକ ସଚେତନତା ସୄଷ୍ଟି କରାଯିବାକୁ ପ୍ରସ୍ତାବ ଗୄହିତ ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼