Masthead

ସାବଧାନ ବାଇକ୍ ଚାଳକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଚକିଆ ଯାନର ପଛରେ ବସିଲେ ମଧ୍ୟ ହେଲମେଟ ପିନ୍ଧିବାକୁ ବାଧ୍ୟ । ଆପଣଙ୍କୁ ଏକଥାଟି ଅଡୁଆ ଲାଗୁ ଥାଇପାରେ । କିନ୍ତୁ ଏହା ସତ । ରାଜ୍ୟ ପରିବହନ କମିଶନର ଏଭଳି ନିୟମକୁ କଡ଼ାକଡି ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଏହି ନିୟମ କମିଶନର ଜାରି କରିଥିଲେ । ମାତ୍ର ଏହାକୁ କୋହଳ କରାଯାଇଥିଲା । ସଡ଼କ ଦୁର୍ଘଟଣା ଦିନକୁ ଦିନ ବଢ଼ୁଥିବାରୁ କମିଶନର ଏହି ନିୟମକୁ କଡାକଡି ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଦୁଇଚକିଆ ଯାନରେ ତିନିଜଣ ଯାତ୍ରା ପାଇଁ ତ ବାରଣ କରାଯାଇଛି, ଏଣିକି ଦୁଇଜଣ ଯାତ୍ରା କଲେ ମଧ୍ୟ ଉଭୟ ହେଲମେଟ ପିନ୍ଧିବା ପାଇଁ ବାଧ୍ୟ । ଏସମ୍ପର୍କରେ କମିଶନର ଟୁଇଟ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!