Masthead

ଅରୁଣ ବୋଥ୍ରାଙ୍କ ବଡ଼ ବୟାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ମାତ୍ର ଦୁଇ ସପ୍ତାହ ସମୟ ଦିଅ । ଦୋଷୀ ନିଶ୍ଚୟ ଧରା ପଡିବ । ଆମେ କଠିନ ପରିଶ୍ରମ କରୁଛୁ । ଆପଣମାନେ ଧର୍ଯ୍ୟ ଧରନ୍ତୁ । ଏକଥା ଆମେ କହୁନୁ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ଦୃଢ଼ତାର ସହ କହିଛନ୍ତି । ନୟାଗଡ଼ର କୁନି ଝିଅ ପରୀ ପ୍ରସଙ୍ଗକୁ ନେଇ ବିଧାନସଭାର ଶୀତକାଳିନ ଅଧିବେଶନରେ ବିରୋଧୀ ବିଜେପି ପ୍ରବଳ ହୋହଲ୍ଲା କରିଥିଲା । ବାଧ୍ୟ ହୋଇ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ଦେଇଥିଲେ । ଏଥିରେ ମଧ୍ୟ ସନ୍ତୁନ୍ତ ହେଲା ନାହିଁ ବିଜେପି । ବାଧ୍ୟ ହୋଇ ମୁଖ୍ୟମନ୍ତ୍ରୀ ଦେଇଥିଲେ ଏସଆଇଟି ତଦନ୍ତ ନିର୍ଦ୍ଦେଶ । ଆଇଜି ଅରୁଣ ବୋଥ୍ରାଙ୍କ ନିର୍ଦ୍ଦେଶରେ ଗଠିତ କମିଟି ମୃତା ପରୀର ଗାଁ ଯଦୁପୁରରେ ଛାନଭିନ ଚଳାଇଛି । କିନ୍ତୁ ବିରୋଧୀ ଏଥିରେ ସନ୍ତୁଷ୍ଟ ନୁହଁନ୍ତି । ବିରୋଧୀଙ୍କୁ ଆଶ୍ୱାସନା ଦେଇଛନ୍ତି କମିଟି ମୁଖ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ