Masthead

କୋଭିଡ଼ କଟକଣାକୁ ଉଲଂଘନ କଲେ ଆଇନ ମନ୍ତ୍ରୀ ପ୍ରତାପ ଜେନା

ମାହାଙ୍ଗା(ବଡ଼ ଖବର ବ୍ୟୁରୋ):  ଚଳିତ ବର୍ଷ କରୋନା ମହାମାରୀ ପାଇଁ ସାରା ବିଶ୍ୱ ଯେତେବେଳେ ସମସ୍ୟା ଦେଇ ଗତି କରୁଛି । ସେତେବେଳେ ଓଡ଼ିଶାର ଆଇନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରତାପ ଜେନା ମାହାଙ୍ଗା ଅଞ୍ଚଳରେ ଜନ ସମାଗମ ଭିତରେ ବସୁଧା ଯୋଜନାରେ ପାନୀୟ ଜଳ ପ୍ରକଳ୍ପ ଉଦଘାଟନ କରିଛନ୍ତି । ୯ ମାସ ହେବ କରୋନା ମହାମାରୀ ପାଇଁ ମନ୍ଦିର ଯେତେବେଳେ ଖୋଲା ଯାଇପାରୁନି , ସେତେବେଳେ ଆଇନ ମନ୍ତ୍ରୀ ଏଠି କେମିତି ଶହ ଶହ ଲୋକଙ୍କ ଜନସମାଗମ ଭିତରେ ପ୍ରକଳ୍ପ ଉଦଘାଟିତ କରୁଛନ୍ତି । ସବୁଠୁ ବଡ ପ୍ରଶ୍ନ ଉଠୁଛି ଆଇନ ମନ୍ତ୍ରୀ ହୋଇ ଆଇନ ଭଙ୍ଗ କରୁଛନ୍ତି । ଆମେ କହୁନୁ ସାଧାରଣ ଲୋକେ କହୁଛନ୍ତି । ଏହାର ଜବାବ ରଖିବେକି ରାଜ୍ୟ ସରକାର ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା