Masthead

ଅବକି ବାର ନବେ ପାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶରେ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି ପ୍ରାକୃତିକ ତୈଳ ଦର । ପେଟ୍ରୋଲ ଦର ଦିନକୁ ଦିନ ବଢ଼ିବାରେ ଲାଗିଛି । ଦେଶର ବିଭିନ୍ନ ସହରରେ ୯୦ରୁ ଅଧିକ ଟଙ୍କା ରହିଛି ପେଟ୍ରୋଲ ଦର । ଯାହାକି ସିଧା ଗାଡ଼ି ଚାଳକଙ୍କ ପକେଟରେ ହୋଇଛି ମହଙ୍ଗା ମାଡ଼ । ଅମରାବତୀରେ ପେଟ୍ରୋଲ ଦର ୯୧ ଟଙ୍କା ୧୭ ପଇସା ରହିଥିବା ବେଳେ ଭୋପାଳରେ ୯୦.୭୩, ଇନ୍ଦୋରରେ ୯୦.୮୯, ଜୟପୁରରେ ୯୦.୪୩, ଜଲଗାଓଁରେ ୯୦.୯୭, ଯୋଦ୍ଧପୁରରେ ୯୦.୨୭, କୋଲ୍ଲାପୁରରେ ୯୦.୦୨, ଉଦୟପୁରରେ ୯୧.୧୭ ଟଙ୍କା ରହିଛି । ଦିଲ୍ଲୀରେ ୮୨.୮୬ ରହିଥିବା ବେଳେ ଭୁବନେଶ୍ୱରରେ ୮୪ ଟଙ୍କା ୪ ପଇସା ରହିଛି । ପ୍ରତିଦିନ ଦର ବଢ଼ୁଥିବା ଦେଖିବାକୁ ମିଳୁଛି । ତେବେ ରାଜ୍ୟରେ ମଧ୍ୟ ଖୁବଶିଘ୍ର ୯୦ ପାର ହୋଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ