Masthead

ମୃତଦେହ ରଖି ରାସ୍ତାରୋକ

କଣ୍ଟାମାଳ (ବଡ଼ ଖବର ବ୍ୟୁରୋ): ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ । ମୃତଦେହକୁ ରାସ୍ତାରେ ରଖି ହୋହାଲ୍ଲା । ସଡକ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦେବା ଲାଗି ରାସ୍ତାରୋକ କଲେ ଲୋକେ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଓ ମନମୁଣ୍ଡା ରାସ୍ତାରୋକ କରିଛନ୍ତି ଉତ୍ୟକ୍ତଲୋକେ । ସରକାରୀ ସହାୟତା ଦାବି କରାଯାଇଛି । ଶନିବାର ରାତିରେ ଆମ୍ବଗହଣା ଗାଁର ସତ୍ୟନାରାୟଣଙ୍କ ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁ ହୋଇଥିଲା । ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବା ଲାଗି ସ୍ଥାନୀୟଲୋକେ ଏବଂ ମୃତକଙ୍କ ସମ୍ପର୍କୀୟମାନେ ରାସ୍ତାରୋକ କରିଛନ୍ତି । ଦୀର୍ଘ ସମୟ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାଶ୍ୱର୍ରେ ଶହ ଶହ ଗାଡ଼ି ଅଟକି ରହିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI