Masthead

କ୍ଷତି ପୂରଣ ଦାବି କଲେ ଚାଷୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାସ୍ତାରେ ଟାୟାର ଜାଳି ପ୍ରତିବାଦ କଲେ ଚାଷୀ । ଚନ୍ଦକା ଥାନା କୁଜୁମହୁଲ ଗାଁର ଚାଷୀମାନେ ଆନ୍ଦୋଳନ କରିଛନ୍ତି । ଫାର୍ମ ହାଉସ ମାଲିକ ଶଙ୍ଖ ଗେଟ୍ ବନ୍ଦ କରି ପାଣି ନିଷ୍କାସନ କରିବା ଦ୍ୱାରା ବିଲରେ ମାଡି ରହିଛି ପାଣି । ଦୀର୍ଘଦିନ ଧରି ବୁଡ଼ି ରହିଥିବା ଧାନ ଫସଲ ନଷ୍ଟ ହୋଇଯାଇଛି । ଫାର୍ମ ମାଲିକ ଚାଷୀଙ୍କ କ୍ଷତି ପୂରଣ ଦେବାକୁ ରାଜି ନହେବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଚାଷୀ । ରାସ୍ତାରେ ଟାୟାର ଜାଳି ପ୍ରତିବାଦ କରିଛନ୍ତି । ରାସ୍ତାର ଉଭୟ ପାଶ୍ୱରେ ଅଟକି ରହିଛି ଅନେକ ଗାଡ଼ି । ଚନ୍ଦକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚାଷୀଙ୍କୁ ବୁଝାଶୁଝା କରୁଥିବା ବେେ ଉପଯୁକ୍ତ କ୍ଷତି ପୂରଣ ନମିଳିଲେ ଏଭଳି ଆନ୍ଦୋଳନ ଜାରି ରହିବ ବୋଲି ଚେତାବନି ଦେଇଛନ୍ତି ଚାଷୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ