Masthead

ପୂଜକଙ୍କ ଆତ୍ମହତ୍ୟା

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ପୂଜକ ଭାବେ କାମ କରୁଥିବା ଯୁବକ । ଅନୁଗୋଳ ଜିନ୍ଦଲ କାରଖାନା ନିକଟରେ ମନ୍ଦିରରେ ପୂଜକ ଭାବେ କାମ କରୁଥିଲେ ସେ । ପୂଜକ ଜଣଙ୍କ ଘର ସାଲେପୁର ଅଞ୍ଚଳରେ ବୋଲି ଜଣାପଡିଛି । ଘଟଣାସ୍ଥଳରେ, ନିଶାଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଯୁବକ ଜଣକ ପାଖରୁ ସୁସାଇଡ୍ ନୋଟ ଜବତ କରାଯାଇଛି । ପ୍ରେମ ପାଇଁ ଆତ୍ମହତ୍ୟା କରିଥିବା ଜଣାପଡିଛି ତେବେ ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ମୃତଦେହ ପଠାଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼