Masthead

ଲୋକଙ୍କ କଥା ଶୁଣିଲେ ଅପରାଜିତା

ଜଟଣୀ (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଜଟଣୀ ଅଞ୍ଚଳରେ ଜନଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଜଟଣୀ ଖାସମୋହଲ ଅଞ୍ଚଳରେ ଦୀର୍ଘଦିନ ଧରି ବସବାସ କରି ଆସୁଥିବା ବାସିନ୍ଦାଙ୍କ ସମସ୍ୟାର ସମାଧାନ କରିବା ନିମନ୍ତେ ଏକ ଜନ ଅଭିଯୋଗ କାର୍ଯ୍ୟକ୍ରମ ଜଟଣୀ ଟାଉନ ଖାସମହାଲ କାର୍ଯ୍ୟାନୁଷ୍ଠାନ କମିଟି ପକ୍ଷରୁ ଆୟୋଜିତ ହୋଇଥିଲା । ଏହି ଜଣାଶୁଣାଣୀ କାର୍ଯ୍ୟକ୍ରମରେ ସାଂସଦ ଷଡ଼ଙ୍ଗୀ ସମସ୍ତ ଅଭିଯୋଗ ଶୁଣିବା ସହିତ ଆଗାମୀ ୭ ଦିନ ମଧ୍ୟରେ ଏହି ସମ୍ପର୍କରେ ଲିଖିତ ଅଭିଯୋଗ ସହିତ ରାଜ୍ୟ ରାଜସ୍ୱ ବିଭାଗୀୟ ସଚିବଙ୍କ ସହିତ ସାକ୍ଷାତ କରିବା ନେଇ ସୂଚନା ଦେଇଥିଲେ । ଏହାପରେ ଫ୍ଲାଏ ଓଭର ବ୍ରିଜ ପାଇଁ ବିସ୍ଥାପିତ ହେଉଥିବା ବ୍ୟବସାୟୀଙ୍କୁ କିପରି ଅଲଗା ଜାଗାରେ ଥଇଥାନ କରାଯିବ ସେ ବିଷୟରେ ବିଭିନ୍ନ ଅଧିକାରୀମାନଙ୍କ ସହ କଥା ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା